Masthead

୩ ଟ୍ରେନଯାତ୍ରୀଙ୍କୁ ପୋଡିଲେ ଦୁର୍ବୃତ୍ତ

କେରଳ (ବଡ଼ ଖବର ବ୍ୟୁରୋ): କେରଳର କୋଝିକୋଡେ ଜିଲାର ଏଲାଥୁର ନିକଟରେ ଘଟିଛି ଅଘଟଣ । ଜଣେ ଅଜ୍ଞାତ ବ୍ୟକ୍ତି ଚଳନ୍ତା ଟ୍ରେନରେ ସହଯାତ୍ରୀଙ୍କ ଉପରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଛନ୍ତି। ରବିବାର ରାତିରେ ଏହି ଘଟଣା ଘଟିଛି। ଏହି ଘଟଣାରେ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୯ ଜଣ ଆହତ ହୋଇଛନ୍ତି।  ଆହତଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ଲାଗି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ଦୁଇଜଣଙ୍କ ଅବସ୍ଥା ଗୁରୁତର ଥିବା କୁହାଯାଉଛି। ରାତି ପ୍ରାୟ ୧୦ ଟା ସମୟରେ ଆଲାପୁଜା-କନ୍ନୁର ଏକ୍ସପ୍ରେସର ଡି-୧ ବଗିରେ ଏହି ଅଭାବନୀୟ ଘଟଣା ଘଟିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ