Masthead

୩ ଦୁର୍ଦ୍ଦାନ୍ତ ମାଓବାଦୀ ଗିରଫ

ମାଲକାନଗିରି (ବଡ଼ ଖବର ବ୍ୟୁରୋ):  ୩ ଦୁର୍ଦ୍ଦାନ୍ତ ମାଓବାଦୀ ଗିରଫ। ମାଲକାନଗିରି ସୀମାନ୍ତ ଛତିଶଗଡ଼ ରାଜ୍ୟ କାଙ୍କେର ଜିଲ୍ଲା କୋଇଲିବେଢା ଥାନା ଗୋମେ ଜଙ୍ଗଲରେ ସର୍ଚ୍ଚ ଅପରେସନ କରିଥିଲେ ଯବାନ । ଜଙ୍ଗଲକୁ ଚାରିପଟୁ ଘେରାଉ କରିଥିଲେ ଯବାନ । ମାଓବାଦୀ ସହଯୋଗୀ ପୁନାଓ ରାମ ମାଣ୍ଡାଭି ସମେତ ଦୁଇ ହାର୍ଡକୋର ମାଓବାଦୀ ସାଲିକ ଆଞ୍ଚଲା ଓ ରମେଶ ପୁନେମଙ୍କୁ ଗିରଫ କରିଛି କୋଇଲିବେଢା ପୁଲିସ।

ଉଭୟ ମାଓବାଦୀ ସାଲିକ ଓ ରମେଶ ଉପରେ ୮ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ରାଶି ଥିଲା। ମାଓବାଦୀଙ୍କ ନିକଟରୁ ୮ କିଲୋଗ୍ରାମର ଏକ ଆଇଇଡି ବୋମା ସହ ଗୋଟିଏ ଓ୍ବାକିଟକି ମଧ୍ୟ ଜବତ କରିଛି ପୁଲିସ। ଗିରଫ ଦୁଇ ହାର୍ଡକୋର ମାଓବାଦୀଙ୍କ ଠାରୁ କିଛି ଗୁରୁତ୍ଵପୂର୍ଣ୍ଣ ସୂଚନା ମିଳିପାରେ ବୋଲି ପୁଲିସ କହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା