Masthead

୩ ଦୁର୍ଦ୍ଦାନ୍ତ ମାଓବାଦୀ ଗିରଫ

ମାଲକାନଗିରି (ବଡ଼ ଖବର ବ୍ୟୁରୋ):  ୩ ଦୁର୍ଦ୍ଦାନ୍ତ ମାଓବାଦୀ ଗିରଫ। ମାଲକାନଗିରି ସୀମାନ୍ତ ଛତିଶଗଡ଼ ରାଜ୍ୟ କାଙ୍କେର ଜିଲ୍ଲା କୋଇଲିବେଢା ଥାନା ଗୋମେ ଜଙ୍ଗଲରେ ସର୍ଚ୍ଚ ଅପରେସନ କରିଥିଲେ ଯବାନ । ଜଙ୍ଗଲକୁ ଚାରିପଟୁ ଘେରାଉ କରିଥିଲେ ଯବାନ । ମାଓବାଦୀ ସହଯୋଗୀ ପୁନାଓ ରାମ ମାଣ୍ଡାଭି ସମେତ ଦୁଇ ହାର୍ଡକୋର ମାଓବାଦୀ ସାଲିକ ଆଞ୍ଚଲା ଓ ରମେଶ ପୁନେମଙ୍କୁ ଗିରଫ କରିଛି କୋଇଲିବେଢା ପୁଲିସ।

ଉଭୟ ମାଓବାଦୀ ସାଲିକ ଓ ରମେଶ ଉପରେ ୮ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ରାଶି ଥିଲା। ମାଓବାଦୀଙ୍କ ନିକଟରୁ ୮ କିଲୋଗ୍ରାମର ଏକ ଆଇଇଡି ବୋମା ସହ ଗୋଟିଏ ଓ୍ବାକିଟକି ମଧ୍ୟ ଜବତ କରିଛି ପୁଲିସ। ଗିରଫ ଦୁଇ ହାର୍ଡକୋର ମାଓବାଦୀଙ୍କ ଠାରୁ କିଛି ଗୁରୁତ୍ଵପୂର୍ଣ୍ଣ ସୂଚନା ମିଳିପାରେ ବୋଲି ପୁଲିସ କହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା