ଆସନ୍ତା ୩ ସପ୍ତାହ ବସିବନି ହାଟ

ଝାରସୁଗୁଡ଼ା(ବଡ଼ ଖବର ବ୍ୟୁରୋ): ଆସନ୍ତା ୩ ସପ୍ତାହ ବନ୍ଦ ରହିବ ଝାରସୁଗୁଡ଼ା ଜିଲ୍ଲାର ସମସ୍ତ ସାପ୍ତାହିକ ହାଟ । ଏହି ସାପ୍ତାହିକ ହାଟ ବସିବା ଦ୍ୱାରା ହାଟୁଆଙ୍କର ଭିଡ଼ ଜମୁଛି । ଲୋକଙ୍କ ଭିତରେ ସାକାଜିକ ଦୂରତା ରହୁନି, କେହି କେହି ମାସ୍କ ମଧ୍ୟ ଲଗାଉ ନାହାନ୍ତି ।

କରୋନା ସଂକ୍ରମଣ ବୃଦ୍ଧିକୁ ଆଖି ଆଗରେ ରଖି ଜିଲ୍ଲା ପ୍ରଶାସନ ଏଭଳି ନିଷ୍ପତ୍ତି ନେଇଛି । ହାଟରେ ମିଳୁଥିବା ପନିପରିବା ଓ ଅନ୍ୟାନ୍ୟ ସାମଗ୍ରୀ ଅନ୍ୟତ୍ର ବିକ୍ରି କରିବାର ବ୍ୟବସ୍ଥା କରାଯାଇଥିବା କଥା କହିଛି ଜିଲ୍ଲା ପ୍ରଶାସନ ।ଏନେଇ ଝାରସୁଗୁଡ଼ା ଜିଲ୍ଲାପାଳ ଟ୍ୱିଟକରି ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ