Masthead

କଂଗ୍ରେସରେ ମିଶିଲେ ବିଜୟ ପଟ୍ଟନାୟକ

ନୂଆଦିଲ୍ଲୀ(ବଡ଼ ଖବର): କଂଗ୍ରେସର ହାତ ଧରିଲେ ଓଡ଼ିଶାର ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ । ଦିଲ୍ଲୀ ଏଆଇସିସି କାର୍ଯ୍ୟାଳୟରେ ବିଧିବଦ୍ଧ ଭାବେ ସାମିଲ ହୋଇଛନ୍ତି ବିଜୟ । କଂଗ୍ରେସ ସଭାପତି ମଲ୍ଲିକାର୍ଜୁନେ ଖଡଗେ, ପିସିସି ସଭାପତି ଶରତ ପଟ୍ଟନାୟକ, ଓଡ଼ିଶା ପ୍ରଭାରୀ ଚେଲ୍ଲା କୁମାରଙ୍କ ଉପସ୍ଥିତିରେ କଂଗ୍ରେସରେ ସାମିଲ ହୋଇଛନ୍ତି ବିଜୟ । କଂଗ୍ରେସରେ ଯୋଗ ଦେବା ପରେ ବିଜୟ କହିଛନ୍ତି, ପ୍ରଥମ ଥର ପାଇଁ ରାଜନୀତିରେ ପାଦ ଦେଇଛି । ନୀତି ଆଦର୍ଶକୁ ନେଇ ଆଗକୁ ବଢିବି । ଓଡ଼ିଶାରେ ଦୁର୍ନୀତି ଓ କୁଶାସନ ଚାଲିଛି । ପ୍ରଶାସନ ଲୋକଙ୍କ ପାଖରେ ପହଞ୍ଚୁନାହିଁ । ମୁଁ ଲୋକଙ୍କ ପାଇଁ କାମ କରିବି । କଂଗ୍ରେସର ଉଦାରବାଦୀ ନୀତି ପାଇଁ ହାତ ଧରିଛି । ରାହୁଲଙ୍କ ଗାନ୍ଧୀଙ୍କ ଭାରତ ଯୋଡ ଯାତ୍ରା, ପ୍ରେମ ଓ ଭଲପାଇବାର ଯାତ୍ରା ବୋଲି କହିଛନ୍ତି ବିଜୟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ