Masthead

ଦିଲ୍ଲୀ ଏମ୍ସ ଗଲା ୩୦ ସାମ୍ପୁଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):   ଏବେ ବି ପଡି ରହିଛି ଅନେକ ଶବ । ମୃତକଙ୍କ ଏବେବି ମିଳୁ ନାହିଁ ପରିଚୟ । ପରିଚୟ ମିଳୁନଥିବା ମୃତଦେହର ଦିଲ୍ଲୀରେ ହେବ ଡିଏନଏ ଟେଷ୍ଟ । ଅଚିହ୍ନା ଏବଂ ଦ୍ୱନ୍ଦ ସୃଷ୍ଟି କରୁଥିବା ମୃତଦେହର ଡିଏନଏ ଟେଷ୍ଟ କରାଯିବ । ରିପୋର୍ଟ ଆସିବା ପରେ ପରିବାରକୁ ମୃତଦେହ ହସ୍ତାନ୍ତର କରାଯିବ ବୋଲି ଏମ୍ସ ନିର୍ଦ୍ଦେଶକ କହିଛନ୍ତି । ଏମସରେ ଚିହ୍ନଟ ହେଉଥିବା ମୃତଦେହ ସେମାନଙ୍କ ପରିବାରକୁ ହସ୍ତାନର ହୋଇଛି । ସେପଟେ ଡିଏନଏ ଟେଷ୍ଟ ପାଇଁ ୩୦ ସାମ୍ପୁଲ ଦିଲ୍ଲୀ ପଠାଯାଇଛି ।

ଏବେବି କିଛି ଲୋକଙ୍କ ପରିଚୟ ମିଳିପାରୁନାହିଁ । ବଡିର ମାର୍କ ଅନୁସାରେ ମୃତଦେହ ଚିହ୍ନଟ କରାଯାଉଛି । ସମ୍ପୂର୍ଣ ପରିଚୟ ଦେଖି ଭେରିଫିକେସନ କରି ଶବ ହସ୍ତାନ୍ତର କରାଯାଉଛି ବୋଲି କହିଛନ୍ତି ଏମ୍ସ ନିର୍ଦ୍ଦେଶକ । ଅନ୍ୟପଟେ ଏବେ ବି ନିଜ ଆତ୍ମୀୟଙ୍କୁ ଖୋଜୁଛନ୍ତି ପରିବାର ଲୋକେ । କିଏ ସ୍ୱାମୀକୁ ଖୋଜୁଛି ତ ଆଉ କିଏ ସ୍ତ୍ରୀକୁ । କିଏ ଭାଇକୁ ଖୋଜୁଛି ତ ଆଉ କିଏ ଭଉଣୀକୁ । ଆଉ କିଏ ନିଜ ନିଜ ପରିବାର ଲୋକଙ୍କୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’