Masthead

ସ୍କୁଲ ସମସ୍ୟା ସମାଧାନ ପାଇଁ ୨୫ କିମି ଚାଲିଲେ ୩୦ ଛାତ୍ରଛାତ୍ରୀ

କରଞ୍ଚିଆ (ବଡ଼ ଖବର ବ୍ୟୁରୋ): ପୁଣି ସାମ୍ନାକୁ ଆସିଲା ଶିକ୍ଷାର ଅବ୍ୟବସ୍ଥା । ୨୫ କିମି ଚାଲିଲେ ୩୦ ସ୍କୁଲ ପିଲା । ସ୍କୁଲ ସମସ୍ୟା ଜଣାଇବାକୁ କଷ୍ଟ ସହିଲେ ଛାତ୍ରଛାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ପୁରୁଣାପାଣି ସ୍କୁଲରେ । ସ୍କୁଲର ସମସ୍ୟା ଜଣାଇବା ପାଇଁ ୨୦ କିମି ଚାଲି ଉପଜିଲ୍ଲାପାଳଙ୍କ ଅଫିସରେ ପହଞ୍ଚି ସମସ୍ୟା ସମାଧାନ ପାଇଁ ଉପଜିଲ୍ଲାପାଳଙ୍କ ଅଫିସ ଆଗରେ ଧାରଣା ଦେଇଛନ୍ତି । ସ୍କୁଲରେ ବିଜୁଳି ବ୍ୟବସ୍ଥା ନଥିବାବେଳେ ପାନୀୟ ଜଳର ମଧ୍ୟ ସୁବିଧା ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ