Masthead

ସ୍କୁଲ ସମସ୍ୟା ସମାଧାନ ପାଇଁ ୨୫ କିମି ଚାଲିଲେ ୩୦ ଛାତ୍ରଛାତ୍ରୀ

କରଞ୍ଚିଆ (ବଡ଼ ଖବର ବ୍ୟୁରୋ): ପୁଣି ସାମ୍ନାକୁ ଆସିଲା ଶିକ୍ଷାର ଅବ୍ୟବସ୍ଥା । ୨୫ କିମି ଚାଲିଲେ ୩୦ ସ୍କୁଲ ପିଲା । ସ୍କୁଲ ସମସ୍ୟା ଜଣାଇବାକୁ କଷ୍ଟ ସହିଲେ ଛାତ୍ରଛାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ପୁରୁଣାପାଣି ସ୍କୁଲରେ । ସ୍କୁଲର ସମସ୍ୟା ଜଣାଇବା ପାଇଁ ୨୦ କିମି ଚାଲି ଉପଜିଲ୍ଲାପାଳଙ୍କ ଅଫିସରେ ପହଞ୍ଚି ସମସ୍ୟା ସମାଧାନ ପାଇଁ ଉପଜିଲ୍ଲାପାଳଙ୍କ ଅଫିସ ଆଗରେ ଧାରଣା ଦେଇଛନ୍ତି । ସ୍କୁଲରେ ବିଜୁଳି ବ୍ୟବସ୍ଥା ନଥିବାବେଳେ ପାନୀୟ ଜଳର ମଧ୍ୟ ସୁବିଧା ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ