Masthead

୩୦୦ଫୁଟ୍ ପତାକା ଶୋଭାଯାତ୍ରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଦେଶ ତଥା ରାଜ୍ୟରେ ପାଳିତ ହୋଇଛି ୭୨ ତମ ସାଧାରଣତନ୍ତ୍ର ଦିବସ । ଏହି ପରିପେକ୍ଷୀରେ ଭୁବନେଶ୍ୱର ବଡଗଡସ୍ଥିତ ଲକ୍ଷ୍ମୀ ପ୍ରିୟା ଟ୍ରଷ୍ଟ ପକ୍ଷରୁ ସାଧାରଣତନ୍ତ୍ର ଦିବସ ନିଆରା ଢଙ୍ଗରେ ପାଳନ କରାଯାଇଛି । ଟ୍ରଷ୍ଟ ପକ୍ଷରୁ ୩୦୦ ଫୁଟର ପତାକା କରାଯାଇ ବଡଗଡ ଚାରିଛକରୁ ଶୋଭାଯାତ୍ରାରେ ବାହାରି କଳ୍ପନା ଛକ ଯାଏ ଆସିଥିଲେ । ଏହି କାର୍ଯ୍ୟକ୍ରମରେ ବଡଗଡ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ, ବି.ଜେ.ଇ.ଏମ୍ ବିଦ୍ୟାଳୟର ଅଧ୍ୟକ୍ଷ, ଚେୟାର ମ୍ୟାନ, ଅଜିତ୍ ବେହେରା, ପ୍ରତାପ ଜେନା, ଲଗ୍ନ ମିଶ୍ର ଙ୍କୁ ସମ୍ମାନୀତ କରାଯାଇଥିଲା । କାର୍ଯ୍ୟକ୍ରମରେ ମିତେସ ରାଜ ମଙ୍ଗରାଜ, ସରୋଜ ମହାନ୍ତି, ସନ୍ତୋଷ ସିଂହ, ବୃନ୍ଦାବନ ଦାସ, ମାଧୁରୀ ମା’ ଆଦି ଉପସ୍ଥିତ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ