Masthead

ରାଜ୍ୟରେ ୩ ହଜାର ଟପିଲା ଦୈନିକ ସଂକ୍ରମଣ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ୩ହଜାର ଟପିଲା ଦୈନିକ ସଂକ୍ରମଣ । ୨୪ଘଣ୍ଟାରେ ୩୧୦୮ ନୂଆ ଆକ୍ରାନ୍ତ ଚିହ୍ନଟ । କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୧୮୦୬ ରହିଥିବାବେଳେ ଲୋକାଲ କେସ୍ ୧୩୦୨ ରହିଛି । ଖୋର୍ଦ୍ଧା ସର୍ବାଧିକ ୫୩୪ହିହ୍ନଟ ହୋଇଛନ୍ତି । ଦ୍ୱିତୀୟରେ ରହିଛି ସୁନ୍ଦରଗଡ଼ ଜିଲ୍ଲା । ସୁନ୍ଦରଗଡ଼ରୁ ୫୨୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

କଟକ ୧୬୩, ନବରଙ୍ଗପୁର ୧୫୬, ସମ୍ବଲପୁର ୧୫୩, ବାଲେଶ୍ୱର୧୫୧, ନୂଆପଡା ୧୪୦, ବଲାଙ୍ଗିର ୧୩୩, ବରଗଡ଼ ୧୩୨, ଷ୍ଟେଟ ପୁଲ ୧୧୮, ପୁରୀ ୧୧୪, କେନ୍ଦୁଝର ୧୦୫ , ଝାରସୁଗୁଡା ୮୯, ଯାଜପୁର ୭୫, ମୟୁରଭଞ୍ଜ ୭୧, ଗଞ୍ଜାମ ଓ କଳାହାଣ୍ଡିରୁ ୫୫, ଭଦ୍ରକ ୫୩ ,ଅନୁଗୁଳ ୪୪, ସୋନପୁର ୪୨, ରାୟଗଡା ୩୮, ଜଗତସିଂହପୁର ୨୯ , କୋରାପୁଟ ୨୩, କେନ୍ଦ୍ରାପଡା ୨୨, ଦେଓଗଡରୁ ୧୯ , ଗଜପତି ୧୮, ଢେଙ୍କାନାଳ ୧୬, ନୟାଗଡ ୧୫ ,କନ୍ଧମାଳ ୧୦, ବୌଦ୍ଧ ୯, ମାଲକାନାଗିରି ୩ ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା