Masthead

ୟୁକ୍ରେନ ଉପରେ ୩ ହଜାର କିଲୋର ବୋମାମାଡ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ୟୁକ୍ରେନ ଉପରେ ରୁଷର ଭୟଙ୍କର ଆକ୍ରମଣ । ୩ ହଜାର କିଲୋର ଶକ୍ତିଶାଳୀ ବୋମାମାଡ । ଥରିଲା କିଭ୍ ସମେତ ଅନେକ ସହର। ବ୍ୟାପକ କ୍ଷୟକ୍ଷତି ହୋଇଥିବା ଆଶଙ୍କା । ବୋମାମାଡ଼ର ଫୁଟେଜ୍ ଜାରି କଲା ରୁଷ । ୩ ହଜାର କିଲୋର ଶକ୍ତିଶାଳୀ ବୋମା ମାଡ କରାଯାଇଥିବାରୁ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ୟୁକ୍ରେନର ଓରିଖୋଭ ସହରକୁ ଆକ୍ରମଣ କରୁଥିବା ଏକ ୩ ଟନ୍ ବିଶିଷ୍ଟ ଏଫଏବି ଥ୍ର ହଣ୍ଡ୍ରେଡ୍  ଗ୍ଲାଇଡ୍ ବୋମାର ଫୁଟେଜ୍ ରୁଷ ଜାରି କରିଛି। ଏହି ବୋମାଟି ପ୍ରାୟ ୧.୪ ଟନ୍ ବିସ୍ଫୋରକ ବହନ କରୁଥିବା ରୁଷ କହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 PUCC ବୀମା ନଥିଲେ ଧରିବ ଇ ଡିଟେକ୍ସନ 🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି 🔴 PUCC ବୀମା ନଥିଲେ ଧରିବ ଇ ଡିଟେକ୍ସନ 🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି