Masthead

୨୪ ଘଣ୍ଟାରେ ୩୦୯୧ ପଜିଟିଭ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପୁଣି ଉପରମୁହାଁ କରୋନା ଗା୍ରଫ । ଧିରେ ଧିରେ ବଢିବାରେ ଲାଗିଛି ପଜିଟିଭଙ୍କ ସଂଖ୍ୟା । ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩,୦୯୧ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏହାସହ କରୋନାରେ ୨ ଜଣଙ୍କ ମୃତ୍ୟୁ ଘଟିଛି।

ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୪୭,୧୫,୭୮୬ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୪୧,୬୯,୭୧୧ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୧୫,୨୦୮ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୩୦,୮୬୭କୁ ବୃଦ୍ଧି ପାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ