Masthead

୩୦କେଜିର ଗଞ୍ଜେଇ ଜବତ, ୨ ଗିରଫ

ଲମତାପୁଟ(ବଡ଼ ଖବର ବ୍ୟୁରୋ):ଅଭିନଵ ଉପାୟରେ ଗଞ୍ଜେଇ ଚୋରା ଚାଲାଣ । ମଟର ସାଇକେଲରେ ପନିପରିବା ବସ୍ତା ନେବା ଭଳି ଗଞ୍ଜେଇ ଚୋରା ଚାଲାଣ ବେଳେ ଲମତାପୁଟ ପୋଲିସ ହାତରେ ଧରା ପଡିଲେ ଦୁଇ ଗଞ୍ଜେଇ ବେପାରୀ । ଲମତାପୁଟ ପୋଲିସ ଗାଡି ଯାଞ୍ଚ କରୁଥିବା ବେଳେ ବଡ଼ସଗର ନିକଟରେ ଦୁଇ ଜଣ ଗଞ୍ଜେଇ ବେପାରୀ ଆନ୍ଧ୍ରପ୍ରଦେଶ ଅଞ୍ଚଳରୁ ଗଞ୍ଜେଇ ନେଇ ଯାଉଥିବା ବେଳେ ପୋଲିସ ଗାଡି ଚେକିଂ ସମୟରେ ୩୦ କେଜିର ଗୋଟିଏ ଗଞ୍ଜେଇ ବସ୍ତା ଜବତ କରିଥିଲା । ଦୁଇ ବେପାରୀକୁ ଗିରଫ କରିଛି ପୋଲିସ । ଗଂଜେଇର ଆନୁମାନିକ ମୂଲ୍ୟ ପ୍ରାୟ ୩ ଲକ୍ଷ ଟଙ୍କା ହେବ ବୋଲି ଆକଳନ କରିଛି ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ