Masthead

୮.୩୦ ସୁଦ୍ଧା ଭୁବନେଶ୍ୱରରେ ୩୨ ଡିଗ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଜଳୁଛି ସାରା ଓଡ଼ିଶା । କଲବଲ କରୁଛି ଖରା । ଅସହ୍ୟ ହେଉଛି ଜୀବଜଗତ । ଆଜି ସକାଳ ୮.୩୦ ସୁଦ୍ଧା ରାଜଧାନୀ ଭୁବନେଶ୍ୱର ରେ ତାପମାତ୍ରା ୩୨.୦ ଡ଼ିଗ୍ରୀ ଛୁଇଁଛି । ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜଲ୍ଲା ପାଇଁ ହିଟୱେବ୍ ସତର୍କତା ଜାରି କରାଯାଇଛି । ବାରିପଦା କିମ୍ବା ଝାରସୁଗୁଡ଼ାରେ ସର୍ବାଧିକ ତାପମାତ୍ରା ୪୫ ଡିଗ୍ରୀ ଛୁଇଁପାରେ । ଆହୁରି ୨ ଦିନ ତାତିରୁ ମୁକ୍ତି ମିଳିବ ନାହିଁ ବୋଲି କହିଛି ପାଣିପାଗ ବିଭାଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଧଉଳି ଗଣଦୁଷ୍କର୍ମ, ମୁଖ୍ୟ ଅଭିଯୁକ୍ତ ଗିରଫ 🔴 ବିଜେପିର ବଡ଼ ବୈଠକ 🔴 ଶୀତ ସାଙ୍ଗକୁ ଘନ କୁହୁଡି 🔴 ସତ୍ୟର ସନ୍ଧାନ ଓ ସତ୍ୟକୁ ସମର୍ଥନ ପାଇଁ ବିଦ୍ୟାର୍ଥୀଙ୍କୁ ଆହ୍ୱାନ: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ 🔴 ସୁଦାନରୁ ଫେରିଲେ ଓଡ଼ିଆ ପୁଅ 🔴 ବ୍ରାଉନ ସୁଗାର ବେପାରୀ ଘରେ ବୁଲିଲା ବୁଲଡୋଜର 🔴 ଭଦ୍ରକରେ ଏନକାଉଣ୍ଟର 🔴 ମୋକିମ କିଏ… ବର୍ଷିଲେ ଭକ୍ତ 🔴 ଶ୍ରୀମନ୍ଦିରରେ ଆଜିଠାରୁ ଆରମ୍ଭ ପହିଲି ଭୋଗ ନୀତି 🔴 ଜାଡ଼ରେ ଥରୁଛି ସାରା ଓଡ଼ିଶା 🔴 ଧଉଳି ଗଣଦୁଷ୍କର୍ମ, ମୁଖ୍ୟ ଅଭିଯୁକ୍ତ ଗିରଫ 🔴 ବିଜେପିର ବଡ଼ ବୈଠକ 🔴 ଶୀତ ସାଙ୍ଗକୁ ଘନ କୁହୁଡି 🔴 ସତ୍ୟର ସନ୍ଧାନ ଓ ସତ୍ୟକୁ ସମର୍ଥନ ପାଇଁ ବିଦ୍ୟାର୍ଥୀଙ୍କୁ ଆହ୍ୱାନ: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ 🔴 ସୁଦାନରୁ ଫେରିଲେ ଓଡ଼ିଆ ପୁଅ 🔴 ବ୍ରାଉନ ସୁଗାର ବେପାରୀ ଘରେ ବୁଲିଲା ବୁଲଡୋଜର 🔴 ଭଦ୍ରକରେ ଏନକାଉଣ୍ଟର 🔴 ମୋକିମ କିଏ… ବର୍ଷିଲେ ଭକ୍ତ 🔴 ଶ୍ରୀମନ୍ଦିରରେ ଆଜିଠାରୁ ଆରମ୍ଭ ପହିଲି ଭୋଗ ନୀତି 🔴 ଜାଡ଼ରେ ଥରୁଛି ସାରା ଓଡ଼ିଶା