Masthead

୮.୩୦ ସୁଦ୍ଧା ଭୁବନେଶ୍ୱରରେ ୩୨ ଡିଗ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଜଳୁଛି ସାରା ଓଡ଼ିଶା । କଲବଲ କରୁଛି ଖରା । ଅସହ୍ୟ ହେଉଛି ଜୀବଜଗତ । ଆଜି ସକାଳ ୮.୩୦ ସୁଦ୍ଧା ରାଜଧାନୀ ଭୁବନେଶ୍ୱର ରେ ତାପମାତ୍ରା ୩୨.୦ ଡ଼ିଗ୍ରୀ ଛୁଇଁଛି । ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜଲ୍ଲା ପାଇଁ ହିଟୱେବ୍ ସତର୍କତା ଜାରି କରାଯାଇଛି । ବାରିପଦା କିମ୍ବା ଝାରସୁଗୁଡ଼ାରେ ସର୍ବାଧିକ ତାପମାତ୍ରା ୪୫ ଡିଗ୍ରୀ ଛୁଇଁପାରେ । ଆହୁରି ୨ ଦିନ ତାତିରୁ ମୁକ୍ତି ମିଳିବ ନାହିଁ ବୋଲି କହିଛି ପାଣିପାଗ ବିଭାଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା