Masthead

ରେଳ ଭିତ୍ତିଭୂମି ବିକାଶ ପାଇଁ ୩୨୦ କୋଟି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ରେଳ ଭିତ୍ତିଭୂମି ବିକାଶ ପାଇଁ ରାଜ୍ୟ ସରକାରଙ୍କ ବଜେଟର ବ୍ୟୟବରାଦ । ଚଳିତ ଆର୍ଥିତ ବର୍ଷରେ ଏଥିପାଇଁ ୩୨୦ ଟଙ୍କାର ବ୍ୟୟବରାଦ କରାଯାଇଛି । ଖୋର୍ଦ୍ଧାରୋଡ-ବଲାଙ୍ଗୀର, ଜୟପୁର- ନବରଙ୍ଗପୁର, ଜୟପୁର-ମାଲକାନଗିରି, ବରଗଡ-ନୂଆପଡା ନୂଆ ରେଳ ଲାଇନ ପ୍ରକଳ୍ପ ବାବଦରେ ୩୨୦ ଟଙ୍କାର ବ୍ୟୟବରାଦ ହୋଇଛି । ପ୍ରକଳ୍ପ ବାବଦରେ ଏହି ଟଙ୍କାକୁ ଖର୍ଚ୍ଚ କରାଯିବ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି