Masthead

କୋଟିଏ ଟଙ୍କାରେ ୩୩ଟି ମାଛ

ଜଳେଶ୍ୱର(ବଡ଼ ଖବର ବ୍ୟୁରୋ) ଶୁଣିଲେ ଆଶ୍ଚର୍ଯ୍ୟ ଲାଗୁଥିବ । କିନ୍ତୁ କଥାଟି ସତ । ୩୩ଟି ମାଛ କୋଟିଏ ଟଙ୍କାରେ ବିକ୍ରି ହୋଇଛି । ବାଲେଶ୍ୱର ଜିଲ୍ଲା ଦିଘା ମୁହାଣରୁ କିଛି ମତ୍ସ୍ୟଜୀବୀ ଧରିଥିବା ତେଲିଆ ଭେଲା ମାଛକୁ କୋଟିଏ ଟଙ୍କାରେ ବିକ୍ରି ହୋଇଛି । ତେବେ ବଜାରରେ ତେଲିଆ ଭୋଲା ମାଛ କିଲୋ ପ୍ରତି ଦର ୧୨, ୬୦୦ ଟଙ୍କା ରହିଛି । ସୂଚନା ଅନୁଯାୟୀ ମତ୍ସ୍ୟଜୀବୀ ସମୁଦ୍ରକୁ ମାଛ ମାରିବାକୁ ଯାଇଥିଲେ । ଆଉ ସେମାନେ ୩୩ଟି ଭୋଲା ମାଛ ଧରିଥିଲେ । ପରେ ଏହି ମାଛ ସବୁକୁ ସେମାନେ କୋଲକାତାର ଏକ କମ୍ପାନୀକୁ ବିକ୍ରି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବ୍ରାଉନ ସୁଗାର ବେପାରୀ ଘରେ ବୁଲିଲା ବୁଲଡୋଜର 🔴 ଭଦ୍ରକରେ ଏନକାଉଣ୍ଟର 🔴 ମୋକିମ କିଏ… ବର୍ଷିଲେ ଭକ୍ତ 🔴 ଶ୍ରୀମନ୍ଦିରରେ ଆଜିଠାରୁ ଆରମ୍ଭ ପହିଲି ଭୋଗ ନୀତି 🔴 ଜାଡ଼ରେ ଥରୁଛି ସାରା ଓଡ଼ିଶା 🔴 ଭୁବନେଶ୍ୱରରେ ହେବ ଭିସା ସେଣ୍ଟର 🔴 ମଣ୍ଡେଇ ମହୋତ୍ସବରେ ମନ୍ତ୍ରୀ-ବିଧାୟକ ମୁହାଁମୁହିଁ 🔴 କଂଗ୍ରେସ ସହ ଅଛି, ଥିଲି, ରହିବି…ମୋକିମ 🔴 ମହମ୍ମଦ ମୋକିମଙ୍କୁ ଶକ୍ତ ଝଟକା 🔴 ଦୁଇ ସପ୍ତାହ କଲବଲ କରିବ ଜାଡ଼ 🔴 ବ୍ରାଉନ ସୁଗାର ବେପାରୀ ଘରେ ବୁଲିଲା ବୁଲଡୋଜର 🔴 ଭଦ୍ରକରେ ଏନକାଉଣ୍ଟର 🔴 ମୋକିମ କିଏ… ବର୍ଷିଲେ ଭକ୍ତ 🔴 ଶ୍ରୀମନ୍ଦିରରେ ଆଜିଠାରୁ ଆରମ୍ଭ ପହିଲି ଭୋଗ ନୀତି 🔴 ଜାଡ଼ରେ ଥରୁଛି ସାରା ଓଡ଼ିଶା 🔴 ଭୁବନେଶ୍ୱରରେ ହେବ ଭିସା ସେଣ୍ଟର 🔴 ମଣ୍ଡେଇ ମହୋତ୍ସବରେ ମନ୍ତ୍ରୀ-ବିଧାୟକ ମୁହାଁମୁହିଁ 🔴 କଂଗ୍ରେସ ସହ ଅଛି, ଥିଲି, ରହିବି…ମୋକିମ 🔴 ମହମ୍ମଦ ମୋକିମଙ୍କୁ ଶକ୍ତ ଝଟକା 🔴 ଦୁଇ ସପ୍ତାହ କଲବଲ କରିବ ଜାଡ଼