Masthead

ଫୁଟବଲ୍ ମ୍ୟାଚ୍ ଚାଲିଥିବା ବେଳେ ଗୁଳିମାଡ

ୱାଶିଂଟନ(ବଡ଼ ଖବର ବ୍ୟୁରୋ)   ଫୁଟବଲ୍ ମ୍ୟାଚ ଖେଳ ଚାଲିଥିବା ବେଳେ ଗୁଳିମାଡ ହୋଇଥିବା ଖବର ସାମ୍ନାକୁ ଆସିଛି । ଖେଳାଳିଙ୍କ ଉପରେ ଦୁର୍ବୃତ୍ତମାନେ ଗୁଳିମାଡ କରିଛନ୍ତି । ତେବେ ଆମେରିକାର ଏଲବାମା ସହରରେ ଏଭଳି ଘଟଣା ଘଟିଛି । ଶୁକ୍ରବାର ରାତିରେ ଏକ ହାଇସ୍କୁଲ ପକ୍ଷରୁ ଫୁଟବଲ ମ୍ୟାଚ ଖେଳ ଅନୁଷ୍ଠିତ ହୋଇଥିଲା । ଠିକ ଏହି ସମୟରେ ଆଖିବୁଜା ଖୁଳିମାଡ ହୋଇଥଲା । ଖେଳାଳିମାନେ ମ୍ୟାଚ ଛାଡି ପ୍ରାଣ ବିକଳରେ ଦୌଡୁଥିବାର ଏକ ଭିଡିଓ ଭାଇରାଲ ହୋଇଥିଲା ।

ଏହି ଗୁଳିମାଡରେ ପ୍ରାୟ ୪ ଜଣ ଆହତ ହୋଇଥିବା ଜଣାପଡିଛି । ପୋଲିସର ସୂଚନା ଅନୁଯାୟୀ ଆହତ ହୋଇଥିବା ୪ଜଣଙ୍କ ମଧ୍ୟରୁ ଦୁଇଜଣ ନାବାଳକ । ତିନିଜଣ ପୁରୁଷ ଏବଂ ଜଣେ ମହିଳାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଏହି ଗୁଳି ବିନିମୟ ପିଚ୍ କିମ୍ବା ଷ୍ଟାଣ୍ଡରେ ନୁହେଁ ବରଂ ଷ୍ଟାଡିୟମର ପଶ୍ଚିମ ରାମ୍ପରେ ଘଟିଛି । ପୋଲିସର କହିବା ଅନୁଯାୟୀ, ପଡିଆ ଉପରେ ପ୍ରାୟ ୭ ରାଉଣ୍ଡ ଗୁଳିମାଡ ହୋଇଥିଲା, ଯେଉଁଥିରୁ ୪ଟି ସେଲ ଜବତ ହୋଇଛି । ଏପର୍ଯ୍ୟନ୍ତ କେବଳ ଜଣେ ସୁଟରଙ୍କୁ ସନ୍ଦେହ କରାଯାଉଥିବା ବେଳେ ଏଥିରେ ଅନେକ ଲୋକ ଜଡିତ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ