Masthead

ଆତଙ୍କୀଙ୍କ ଟାର୍ଗେଟରେ ସାଧାରଣ ନାଗରିକ

ଶ୍ରୀନଗର(ବଡ଼ ଖବର ବ୍ୟୁରୋ):  ପୁଣି ଆତଙ୍କବାଦୀଙ୍କ ଟାର୍ଗେଟରେ ଜମ୍ମୁ-କଶ୍ମୀରରେ ଥିବା ସାଧାରଣ ନାଗରିକ । ଜୈନପୋରା ଅଞ୍ଚଳରେ ବାବାପୋରା ଠାରେ ଜଣେ ସାଧାରଣ ନାଗରିକଙ୍କରୁ ଗୁଳି କରି ହତ୍ୟା କରାଯାଇଛି । ଏହି ଘଟଣାରେ ଜମ୍ମୁ-କଶ୍ମୀର ପୋଲିସ ଏବଂ ସେନା ଅତଙ୍କବାଦୀଙ୍କ ଉପରେ କଟକଣା ଜାରି କରିବା ପରେ ଉପତ୍ୟକାରେ ଅତି କମରେ ୧୧ ଜଣ ସାଧାରଣ ନାଗରିକଙ୍କ ମୃତ୍ୟୁ ହୋଇଛି ।

ସେମାନଙ୍କ ମଧ୍ୟରେ ୫ ଜଣ ବିହାରର ଶ୍ରମିକ ହୋଇଥିବା ବେଳେ ଦୁଇ ଜଣ ଶିକ୍ଷକ ସମେତ କଶ୍ମୀରର କିଛି ସମ୍ପ୍ରଦାୟର ଅଛନ୍ତି । ସେପଟେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ତିନି ଦିନିଆ ଜମ୍ମୁ-କଶ୍ମୀର ଗସ୍ତରେ ଥିବା ବେଳେ ଏହି ଆକ୍ରମଣ ହୋଇଥିବା ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ