Masthead

ଭୂମିକମ୍ପରେ ଗଲାଣି ୮ହଜାରରୁ ଅଧିକ ଜୀବନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ତୁର୍କୀ, ସିରିଆରେ ଭୟଙ୍କର ସ୍ଥିତି । ଭୂମିକମ୍ପରେ ଗଲାଣି ୮ହଜାରରୁ ଅଧିକ ଜୀବନ । ଏବେବି ଧ୍ୱଂସ ଅଟ୍ଟାଳିକା ତଳେ ଫଶିରହିଛନ୍ତି ହଜାର ହଜାର ଲୋକ । ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ବେଳେ ଥଣ୍ଡା ଓ ବରଫ ବର୍ଷା ଯୋଗୁଁ ବାଧା ସୃଷ୍ଟି ହେଉଛି । ଭୂମିକମ୍ପ ପାଇଁ ଆହୁରି ମୃତ୍ୟୁ ସଂଖ୍ୟା ବଢିବ ନେଇ ଆଶଙ୍କା କରଯାଉଛି । ତୁର୍କୀରେ ଭୂକମ୍ପ ପାଇଁ ଆନ୍ତର୍ଜାତୀୟ ରାଷ୍ଟ୍ର ସହାୟତାର ହାତ ବଢାଇଛନ୍ତି । ସାରା ବିଶ୍ୱରୁ ତୁର୍କୀକୁ ସହାୟତାର ହାତ ଛୁଟିଛି ।

ଏହାର ମୁକାବିଲା ପାଇଁ ତୁର୍କୀ ଅନ୍ତର୍ଜାତୀୟ ସହାୟତା ନିମନ୍ତେ ଅନୁରୋଧ କରିଛି ଏବଂ ଭାରତ ସମେତ ୭୦ରୁ ଅଧିକ ରାଷ୍ଟ୍ର ଏବଂ ୧୪ ଅନ୍ତର୍ଜାତୀୟ ସଂଗଠନ ତୁର୍କୀକୁ ସହାୟତାର ହାତ ବଢ଼ାଇଛନ୍ତି । ପ୍ରବଳ ଶୀତ ଏବଂ ବରଫ ବର୍ଷା ଅତି ଶୋଚନୀୟ ସ୍ଥିତି ସୃଷ୍ଟି କରିଛି । ତୁର୍କୀ ରାଷ୍ଟପ୍ରତି ଏର୍ଡୋଗାନ ୧୦ ଭୂକମ୍ପ ପ୍ରଭାବିତ ପ୍ରଦେଶରେ ୩ ମାସ ପାଇଁ ଜରୁରୀ ସ୍ଥିତି ଘୋଷଣା କରିଛନ୍ତି । ପୂର୍ବରୁ ମାନବୀୟ ସହାୟତା ଉପରେ ନିର୍ଭରଶୀଳ ଥିବା ସିରିୟାରେ ୪୦ ଲକ୍ଷରୁ ଅଧିକ ଲୋକଙ୍କ ଅବସ୍ଥା ସଙ୍କଟାପନ୍ନ ହୋଇଯାଇଛି

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା