Masthead

ଗଠନ ହେଲା ୩୪ ନୂଆ ଏନଏସି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଗଠନ ହେଲା ୩୪ ନୂଆ ଏନଏସି । ୫ ଏନ୍‌‌ଏସିକୁ ମଧ୍ୟ ମ୍ୟୁନିସିପାଲିଟି ଭାବେ ଉନ୍ନୀତ ମଧ୍ୟ କରାଯାଇଛି । ରାଜ୍ୟରେ ଆଉ ୩୪ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ କରିବାକୁ ନିଷ୍ପତ୍ତି ନେଲେ ରାଜ୍ୟ ସରକାର । ୫ ଏନ୍‌ଏସିକୁ ମ୍ୟୁନିସିପାଲିଟି ଭାବେ ମଧ୍ୟ ଉନ୍ନୀତ କରାଯିବାକୁ ମଧ୍ୟ ନିଷ୍ପତ୍ତି ନିଆଯାଇଛି । ବୌଦ୍ଧଗଡ଼, କରଞ୍ଜିଆ, କଣ୍ଟାବାଞ୍ଜି, ଛତ୍ରପୁର, ଆସ୍କା ଏନ୍‌ଏସିରୁ ମ୍ୟୁନିସିପାଲିଟି ହେଲା ।

ପାଲଲହଡ଼ା, ଛେଣ୍ଡିପଦା, ବସ୍ତା, ସିମୁଳିଆ , ପାଇକମାଳ, ଭେଡେନ୍‌, ଆଗରପଡ଼ା, ବେଲପଡ଼ା, ସଇଁତଳା , ବିଞ୍ଝାରପୁର, ପାଣିକୋଇଲି, ଜାରକା, ଚଣ୍ଡିଖୋଲ , ଜୟପାଟଣା, ରାଇକିଆ, ବୋରିଗୁମ୍ମା, ସିନାପାଲି , ଚାନ୍ଦିଲି, ମୁନିଗୁଡ଼ା, ବିଷମକଟକ, ଡୁଙ୍ଗୁରିପାଲି, ବଣେଇ , ଶେରଗଡ଼, କୁକୁଡ଼ାଖଣ୍ଡି, କଣ୍ଟିଲୋ, ଟାଙ୍ଗୀ, ବେଗୁନିଆ , ସାଲେପୁର, ବଡ଼ମ୍ବା, ନରସିଂହପୁର, ନିଆଳି , ବେତନଟି, ପରଜଙ୍ଗ ଓ କଣ୍ଟାମାଳକୁ NAC ହେବ ବୋଲି ରାଜ୍ୟ ସରକାର ଘୋଷଣା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ