Masthead

କେନ୍ଦ୍ର ସରକାରଙ୍କ ନିଷ୍ପତ୍ତିକୁ କାଏମ ରଖିଲେ ସୁପ୍ରିମକୋର୍ଟ

ଜାମ୍ମୁ କାଶ୍ମୀର (ବଡ଼ ଖବର ବ୍ୟୁରୋ): ଜାମ୍ମୁ କାଶ୍ମୀରରେ ‘୩୭୦’ ଉଚ୍ଛେଦକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ । ‘୩୭୦’ ଉଚ୍ଛେଦକୁ ବୈଧ କହିଲେ ସୁପ୍ରିମକୋର୍ଟ । କେନ୍ଦ୍ର ସରକାରଙ୍କ ନିଷ୍ପତ୍ତିକୁ କାଏମ ରଖିଲେ ସୁପ୍ରିମକୋର୍ଟ । ଧାରା ୩୭୦ ସମ୍ପୂର୍ଣ୍ଣ ଭାବେ ଏକ ଅସ୍ଥାୟୀ ବ୍ୟବସ୍ଥା ଥିଲା । ଭାରତରେ ମିଶ୍ରଣ ପରେ ଆଉ ସ୍ବତନ୍ତ୍ର ମାନ୍ୟତା ବଜାୟ ରଖିପାରିବନି । ସମ୍ବିଧାନର ସବୁ ଅନୁଚ୍ଛେଦ ଜାମ୍ମୁ କାଶ୍ମୀର ପାଇଁ ଲାଗୁ ହୋଇପାରିବ । ଧାରା ୩୭୦ କେବଳ ଭାରତରେ ମିଶ୍ରଣ ପାଇଁ ଉଦ୍ଦିଷ୍ଟ ଥିଲା । ରାୟକୁ ନେଇ ୫ ଜଣିଆ ଖଣ୍ଡପୀଠରେ ସହମତି ସୂଚନା । ଧାରା ୩୭୦ ସଂପୂର୍ଣ୍ଣ ଭାବେ ଏକ ଅସ୍ଥାୟୀ ବ୍ୟବସ୍ଥା ଥିଲା । ଭାରତରେ ମିଶ୍ରଣ ପରେ ଆଉ ସ୍ବତନ୍ତ୍ର ମାନ୍ୟତା ବଜାୟ ରଖିପାରିବନି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସୁଦାନରୁ ଫେରିଲେ ଓଡ଼ିଆ ପୁଅ 🔴 ବ୍ରାଉନ ସୁଗାର ବେପାରୀ ଘରେ ବୁଲିଲା ବୁଲଡୋଜର 🔴 ଭଦ୍ରକରେ ଏନକାଉଣ୍ଟର 🔴 ମୋକିମ କିଏ… ବର୍ଷିଲେ ଭକ୍ତ 🔴 ଶ୍ରୀମନ୍ଦିରରେ ଆଜିଠାରୁ ଆରମ୍ଭ ପହିଲି ଭୋଗ ନୀତି 🔴 ଜାଡ଼ରେ ଥରୁଛି ସାରା ଓଡ଼ିଶା 🔴 ଭୁବନେଶ୍ୱରରେ ହେବ ଭିସା ସେଣ୍ଟର 🔴 ମଣ୍ଡେଇ ମହୋତ୍ସବରେ ମନ୍ତ୍ରୀ-ବିଧାୟକ ମୁହାଁମୁହିଁ 🔴 କଂଗ୍ରେସ ସହ ଅଛି, ଥିଲି, ରହିବି…ମୋକିମ 🔴 ମହମ୍ମଦ ମୋକିମଙ୍କୁ ଶକ୍ତ ଝଟକା 🔴 ସୁଦାନରୁ ଫେରିଲେ ଓଡ଼ିଆ ପୁଅ 🔴 ବ୍ରାଉନ ସୁଗାର ବେପାରୀ ଘରେ ବୁଲିଲା ବୁଲଡୋଜର 🔴 ଭଦ୍ରକରେ ଏନକାଉଣ୍ଟର 🔴 ମୋକିମ କିଏ… ବର୍ଷିଲେ ଭକ୍ତ 🔴 ଶ୍ରୀମନ୍ଦିରରେ ଆଜିଠାରୁ ଆରମ୍ଭ ପହିଲି ଭୋଗ ନୀତି 🔴 ଜାଡ଼ରେ ଥରୁଛି ସାରା ଓଡ଼ିଶା 🔴 ଭୁବନେଶ୍ୱରରେ ହେବ ଭିସା ସେଣ୍ଟର 🔴 ମଣ୍ଡେଇ ମହୋତ୍ସବରେ ମନ୍ତ୍ରୀ-ବିଧାୟକ ମୁହାଁମୁହିଁ 🔴 କଂଗ୍ରେସ ସହ ଅଛି, ଥିଲି, ରହିବି…ମୋକିମ 🔴 ମହମ୍ମଦ ମୋକିମଙ୍କୁ ଶକ୍ତ ଝଟକା