ଆଜି ସୁପ୍ରିମକୋର୍ଟରେ ୩୭୦ ରାୟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):ଆଜି ସୁପ୍ରିମକୋର୍ଟରେ ୩୭୦ ରାୟ । ରାୟ ଶୁଣାଇବେ ସୁପ୍ରିମକୋର୍ଟଙ୍କ ୫ ଜଣିଆ ଖଣ୍ଡପୀଠ । କେନ୍ଦ୍ର ସରକାରଙ୍କ ଦ୍ବାରା ଉଚ୍ଛେଦ ଆଇନର ବୈଧତା ନେଇ ଆସିବ ରାୟ । ଏନସି, ପିଡିବି ସମେତ ଏକାଧିକ ପକ୍ଷ ପିଟିସନ ଦାଖଲ କରିଥିଲେ । ୩୭୦ ଉଚ୍ଛେଦ ଓ ୨ଟି କେନ୍ଦ୍ରଶାସିତ ଅଞ୍ଚଳ ଗଠନକୁ ଚ୍ୟାଲେଞ୍ଜ ହୋଇଛି । ୨୦୧୯ରେ ଜାମ୍ମୁ କାଶ୍ମୀରରୁ ଧାରା ୩୭୦ ହଟାଇବା ଏବଂ ରାଜ୍ୟକୁ ଦୁଇଟି କେନ୍ଦ୍ର ଶାସିତ ଅଂଚଳରେ ପରିଣତ କରାଯାଇଥିଲା । ୧୬ ଦିନର ଶୁଣାଣି ପରେ ସୁପ୍ରିମକୋର୍ଟ ଚଳିତ ବର୍ଷ ସେପ୍ଟେମ୍ବର ୫ ତାରିଖରେ ରାୟ ସଂରକ୍ଷିତ ରଖିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’