Masthead

କାଲି ତୃତୀୟ ପର୍ଯ୍ୟାୟ ଭୋଟିଂ, ବୁଥ୍ ମୁହାଁ ପୋଲିଂ ପାର୍ଟି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଆସନ୍ତାକାଲି ପଡ଼ିବ ତୃତୀୟ ପର୍ଯ୍ୟାୟ ଭୋଟ୍, ଏଥିପାଇଁ ଗତକାଲି ସରିଛି ପ୍ରଚାର। ଶେଷ ଦିନରେ ତିନି ପ୍ରମୁଖ ଦଳ ପ୍ରଚାରକୁ ଜୋରଦାର କରିଥିଲେ।ତୃତୀୟ ପର୍ଯ୍ୟାୟରେ କଟକ, ଭୁବନେଶ୍ୱର, ପୁରୀ, ଢେଙ୍କାନାଳ, କେନ୍ଦୁଝର ଏବଂ ସମ୍ବଲପୁର ଏହି ୬ ସଂସଦୀୟ କ୍ଷେତ୍ର ଏବଂ ଏହା ଅଧୀନରେ ଥିବା ୪୨ ଆସନ ପାଇଁ ମତଦାନ ହେବ। ଏହି ପର୍ଯ୍ୟାୟରେ ପ୍ରାୟ ସବୁ ସିଟରେ ବିଗ୍ ଫାଇଟ୍ ଦେଖିବାକୁ ମିଳିବ। ଶୃଙ୍ଖଳିତ ମତଦାନ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଇଭିଏମ୍, ଭିଭିପାଟ୍ ଓ ଭୋଟିଂ ପାଇଁ ଆବଶ୍ୟକ ସାମଗ୍ରୀ ଧରି ବୁଥ୍ ଅଭିମୁଖେ ଯାଉଛନ୍ତି ପୋଲିଂ ପାର୍ଟି। ସମ୍ବଲପୁରରେ ୯୪୮ ବୁଥ୍, ୧୪୪ଟି ସମ୍ବେଦନଶୀଳ ବୁଥ୍ ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା