Masthead

ଦିନ ୩ଟା ସୁଦ୍ଧା ୪୮.୪୪% ମତଦାନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଚାଲିଛି ମତଦାନ । ଘଣ୍ଟା ଘଣ୍ଟା ଧରି ଲମ୍ବା ଲାଇନରେ ଛିଡା ହୋଇ ମତଦାନ କରୁଛନ୍ତିି ଭୋଟର । ପ୍ରବଳ ଖରା, ଗୁଳୁଗୁଳି ସତ୍ତେ୍ୱ ଭୋଟ ଦେଉଛନ୍ତି ଭୋଟର । ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସୂଚନା ଅନୁଯାୟୀ, ଦିନ ୩ଟା ସୁଦ୍ଧା ୪୮.୪୪% ମତଦାନ ହୋଇଛି । ଜିଲ୍ଲାୱାରୀ ଭୋଟ ପ୍ରତିଶତକୁ ଦେଖିଲେ ଦେବଗଡରେ ଏବେ ସୁଦ୍ଧା ସର୍ବାଧିକ ମତଦାନ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ