ମଣିପୁରରେ ଦୁଇ ଛାତ୍ରଛାତ୍ରୀଙ୍କୁ ଅପହରଣ ଓ ହତ୍ୟା ଘଟଣାରେ ୪ ଅଭିଯୁକ୍ତ ଗିରଫ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମଣିପୁରରେ ଦୁଇ ଛାତ୍ରଛାତ୍ରୀଙ୍କୁ ହତ୍ୟା ଘଟଣାରେ ଗିରଫ ହେଲେ ୪ ଅଭିଯୁକ୍ତ । ଦୋଷୀଙ୍କୁ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଏନ ବିରେନସିଂ କହିଛନ୍ତି । ହୋଷୀଙ୍କୁ ଫାଶୀ ଦେବା ପାଇଁ କୋର୍ଟରେ ଦ୍ବାରସ୍ଥ ହେବେ ରାଜ୍ୟ ସରକାର । ଦୁଇ ବିଦ୍ୟାର୍ଥୀଙ୍କ ମୃତ୍ୟୁକୁ ମଣିପୁର ସମ୍ପୂର୍ଣ୍ଣ ଅଶାନ୍ତ ହୋଇପଡ଼ିଛି । ହିଂସା, ବିଦ୍ରୋହର ନିରାପଦ ଚରାଭୁଁଇ ପାଲଟିଛି ପୂରା ରାଜ୍ୟ । ଯାହାକୁ ନେଇ ୬ ମାସ ପାଇଁ ସମ୍ପୂର୍ଣ୍ଣ ରାଜ୍ୟକୁ ଅଶାନ୍ତ ଘୋଷଣା କରିଛନ୍ତି ରାଜ୍ୟ ସରକାର ।

ଦୁଇ ଛାତ୍ରଛାତ୍ରୀଙ୍କୁ ଅପହରଣ ପରେ ହତ୍ୟା କରାଯାଇଥିଲା, ସେପ୍ଟେମ୍ବର ୨୫ରେ ଏହାର ଭିଡିଓ ଭାଇରାଲ ପରେ ଚାରିଆଡୁ ବିରୋଧର ସମ୍ମୁଖୀନ ହୋଇଥିଲେ ରାଜ୍ୟ ସରକାର । ସେମାନଙ୍କୁ ଅପହରଣ ପରେ ହତ୍ୟା ଅଭିଯୋଗରେ ଛାତ୍ରଛାତ୍ରୀଙ୍କ ଆକ୍ରୋଶ ଦେଖିବାକୁ ମିଳିଥିଲା । ଛାତ୍ରଛାତ୍ରୀ ମାନେ ଜୋରଦାର ବିରୋଧ ପ୍ରଦର୍ଶନ କରିଥିଲେ । ମୁଖ୍ୟମନ୍ତ୍ରୀ ଏନ ବିରେନ ସିଂହଙ୍କ ବିରୋଧରେ ନାରା ଦେଇଥିଲେ ଛାତ୍ରଛାତ୍ରୀ । ଯାହାକୁ ନେଇ ସିବିଆଇ ତଦନ୍ତ ହୋଇଥିଲା । ଅଭିଯୁକ୍ତ ଧରାପଡ଼ିବା ପରେ ସେମାନଙ୍କୁ ଉଚିତ ଦଣ୍ଡ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!