Masthead

ଓଡ଼ିଶା-ଆନ୍ଧ୍ର ସୀମାନ୍ତରେ ୪ ହାତୀଙ୍କ ମୃତଦେହ ଠାବ

ଗୁଣପୁର(ବଡ଼ ଖବର ବ୍ୟୁରୋ): ବିଦ୍ୟୁତ ଆଘାତରେ ୪ ହାତୀ ମୃତ । ଓଡ଼ିଶା-ଆନ୍ଧ୍ର ସୀମାନ୍ତ ଅଂଚଳ ଶ୍ରୀକାକୁଲମ ଜିଲ୍ଲା କାତ୍ରାଗାଡ଼ା ନିକଟରେ ୪ ହାତୀଙ୍କ ମୃତଦେହ ଠାବ । ବିଦ୍ୟୁତ ଟ୍ରାନ୍ସଫର୍ମର ନିକଟରେ ମୃତଦେହ ପଡି ରହିଛି । ବିଦ୍ୟୁତ ଆଘାତରେ ୪ ହାତୀଙ୍କ ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି । ସୂଚନାଅନୁସାରେ ଗତକାଲି ୬ଟିକିଆ ହାତୀପଲ ଗୁଣପୁରରେ ଆତଙ୍କ ଖେଳାଇଥିଲେ ।  ଏହି ହାତୀପଲ ଖାଦ୍ୟ ଅନ୍ୱେଷଣରେ କାଟ୍ରାଗଡା ଗାଁ ଆଡକୁ ମୁହାଁଇଥିଲେ।

ଅନ୍ଧାର ହୋଇଥିବାରୁ ହାତୀପଲ ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଯାଇଥିଲେ। ଘଟଣାସ୍ଥଳରେ ୪ଟି ହାତୀଙ୍କ ମୃତ୍ୟୁ ଘଟିଥିବା ବେଳେ ୨ଟି ଗୁରୁତର ଆହତ ହୋଇଥିଲେ। ସେମାନେ ନିକଟସ୍ଥ ଜଙ୍ଗଲ ପଳାଇଯାଇଥିବା ଜଣାପଡ଼ିଛି। ଏହି ଗୁରୁତର ୨ଟି ହାତୀଙ୍କର ଚିକିତ୍ସା ପାଇଁ ବନ ବିଭାଗ ପକ୍ଷରୁ ଏକ ଟିମ୍ ଗଠନ କରାଯାଇଛି। ବନ ବିଭାଗ ଟିମ୍ ଜଙ୍ଗଲକୁ ଯାଇ ଏହି ୨ଟି ଅସୁସ୍ଥ ହାତୀଙ୍କୁ ଟ୍ରାଙ୍କୁଲାଇଜ କରି ଚିକିତ୍ସା କରିବା ପାଇଁ ଯୋଜନା କରୁଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି