Masthead

ନିଆଁ ଲିଭାଇବାବେଳେ ଅଘଟଣ, ୪ ଅଗ୍ନିଶମ କର୍ମଚାରୀ ଆହତ

ସମ୍ବଲପୁର(ବଡ଼ ଖବର ବ୍ୟୁରୋ): ନିଆଁ ଲିଭାଇବା ସମୟରେ ଫାଟିଲା ଗ୍ୟାସ ସିଲିଣ୍ଡର । ଚାରି ଅଗ୍ନିଶମ ବିଭାଗ କର୍ମଚାରୀ ଗୁରୁତର । ବୁର୍ଲା ଥାନା ଚାଉଁରପୁର ବଜାର ନିକଟରେ ଘଟିଛି ଅଘଟଣ । ଚା ଦୋକାନରେ ନିଆଁ ଲାଗିଥିବା ଖବର ପାଇ ସମ୍ବଲପୁର ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ କରିଥିଲେ । ଏହି ସମୟରେ ଗ୍ୟାସ ସିଲିଣ୍ଡରଟି ହଠାତ ଫାଟି ଯାଇଥିଲା । ବିସ୍ଫୋରଣରେ ଚାରି ଜଣ ଅଗ୍ନିଶମ କର୍ମଚାରୀ ଆହତ ହୋଇଥିଲେ । ଆହତ ଭିତରୁ ଦୁଇ ଜଣ ଅଗ୍ନିଶମ କର୍ମଚାରୀଙ୍କୁ କଟକ ପଠାଯାଇଥିବା ବେଳେ ଜଣେ ବୁର୍ଲାରେ ଚିକିତ୍ସିତ ହେଉଛନ୍ତି । ଘଟଣାସ୍ଥଳରେ ବୁର୍ଲା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି