Masthead

କଂଗ୍ରେସରେ ସାମିଲ ହେଲେ ୪ ପୂର୍ବତନ ପ୍ରଶାସକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କଂଗ୍ରେସରେ ମିଶିଲେ ୪ ପୂର୍ବତନ ପ୍ରଶାସନିକ ଅଧିକାରୀ । ଜଣେ ଆଇଏସ , ଜଣେ ଆଇଏସଏସ ଓ ଆଉ ଦୁଇ ଜଣ ଓଏଏସ ଅଫିସର କଂଗ୍ରେସରେ ସାମିଲ । ପୂର୍ବତନ ଆଇଏଏସ ପଞ୍ଚାନନ ଦାସ, ବିଶ୍ୱନାଥ ଆଚାର୍ଯ୍ୟ, ପୂର୍ବତନ ଓଏଏସ ରବିଦ୍ର ନାଥ ମିଶ୍ର, ଉଦ୍ଧବ କର ଯୋଗ ଦେଇଛନ୍ତି । କଂଗ୍ରେସର ବରିଷ୍ଠ ନେତାଙ୍କ ଉପସ୍ଥିତିରେ ହେଲେ ସାମିଲ ।

ସାମିଲବେଳେ ପ୍ରଭାରୀ ଚେଲ୍ଲାକୁମାର, ପିସିସି ସଭାପତି ଶରତ ପଟ୍ଟନାୟକ, ପ୍ରଚାର କମିଟି ଅଧ୍ୟକ୍ଷ ବିଜୟ ପଟ୍ଟନାୟକ ଏବଂ ଦଳର ଅନ୍ୟ ବରିଷ୍ଠ ନେତା ଉପସ୍ଥିତ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ