Masthead

କଂଗ୍ରେସରେ ସାମିଲ ହେଲେ ୪ ପୂର୍ବତନ ପ୍ରଶାସକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କଂଗ୍ରେସରେ ମିଶିଲେ ୪ ପୂର୍ବତନ ପ୍ରଶାସନିକ ଅଧିକାରୀ । ଜଣେ ଆଇଏସ , ଜଣେ ଆଇଏସଏସ ଓ ଆଉ ଦୁଇ ଜଣ ଓଏଏସ ଅଫିସର କଂଗ୍ରେସରେ ସାମିଲ । ପୂର୍ବତନ ଆଇଏଏସ ପଞ୍ଚାନନ ଦାସ, ବିଶ୍ୱନାଥ ଆଚାର୍ଯ୍ୟ, ପୂର୍ବତନ ଓଏଏସ ରବିଦ୍ର ନାଥ ମିଶ୍ର, ଉଦ୍ଧବ କର ଯୋଗ ଦେଇଛନ୍ତି । କଂଗ୍ରେସର ବରିଷ୍ଠ ନେତାଙ୍କ ଉପସ୍ଥିତିରେ ହେଲେ ସାମିଲ ।

ସାମିଲବେଳେ ପ୍ରଭାରୀ ଚେଲ୍ଲାକୁମାର, ପିସିସି ସଭାପତି ଶରତ ପଟ୍ଟନାୟକ, ପ୍ରଚାର କମିଟି ଅଧ୍ୟକ୍ଷ ବିଜୟ ପଟ୍ଟନାୟକ ଏବଂ ଦଳର ଅନ୍ୟ ବରିଷ୍ଠ ନେତା ଉପସ୍ଥିତ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ