Masthead

ହୀରାକୁଦର ୪ଟି ଗେଟ ବନ୍ଦ

ସମ୍ବଲପୁର(ବଡ଼ ଖବର ବ୍ୟୁରୋ):  ବନ୍ଦ ହେଲା ହୀରାକୁଦର୪ଟି ଗେଟ । ଏବେ ୮ଟି ଗେଟ ଦେଇ ନିଷ୍କାସିତ ହେଉଛି ବନ୍ୟା ଜଳ । ହୀରାକୁଦ ଜଳସ୍ତର କମୁଥିବାରୁ ବନ୍ଦ କରାଗଲା ୪ଟି ଗେଟ । ବାମପାଶ୍ୱର୍ରେ ୬ଟି ଏବଂ ଡାହାଣ ପାଶ୍ୱର୍ରେ ୨ଟି ଗେଟ ଖୋଲା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି