Masthead

ଇରାନରେ ଭୂକମ୍ପ ଝଟକା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଇରାନ ଭୂକମ୍ପ ଝଟକା ଅନୂଭୁତ ହୋଇଛି । ଏହାର ତୀବ୍ରତା ରିକ୍ଟର ସ୍କେଲରେ ୪.୯ ରେକର୍ଡ କରାଯାଇଛି। ଏଥିରେ ୧୨୦ ଜଣରୁ ଅଧିକ ଜଣ ଆହତ ହୋଇଥିବାବେଳେ ୪ ଜଣଙ୍କ ମୃତ୍ୟୁ ଘଟିଛି । ଏବେବି ବିଲ୍ଡିଂ ତଳେ ଅନେକ ଲୋକ ଫସି ରହିଥିବା ଆଶଙ୍କା କରିଛି ଉଦ୍ଧାରକାରୀ । ଗତବର୍ଷ ନଭେମ୍ବରରେ ଇରାନରେ ଜୋରଦାର ଭୂକମ୍ପ ଝଟକା ଅନୁଭୂତ ହୋଇଥିଲ। ଏଥିଯୋଗୁ ୫ଶହରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିଲା ।

ଇରାନରେ ପ୍ରତି ବର୍ଷ ପ୍ରାୟତଃ ୧୦ ହଜାର ଛୋଟ ବଡ଼ ଭୂକମ୍ ଅନୁଭୂତ ହୋଇଥାଏ । ୨୦୦୩ ମସିହାରେ ଇରାନର ବାମ୍‌ ସହରରେ ହୋଇଥିବା ଭୂକମ୍ପ ଯୋଗୁ ପୂରା ସହର ନିଶ୍ଚିହ୍ନ ହୋଇ ଯାଇଥିଲା । ଏଥିରେ ବହୁ ସଂଖ୍ୟାରେ ଲୋକଙ୍କ ମୃତ୍ୟୁ ଘଟିଥିଲା

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସ୍ନାନପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଗଡିଲା ମୁଣ୍ଡ 🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ସ୍ନାନପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଗଡିଲା ମୁଣ୍ଡ 🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ