Masthead

ପ୍ରସୂତି କରିବାକୁ ଚାଲିଲେ ୪ କି.ମି.

କେନ୍ଦୁଝର (ବଡ଼ ଖବର ବ୍ୟୁରୋ): ଗାଁ କୁ ନାହିଁ ପକ୍କା ରାସ୍ତା । ଜନନୀ ଯନ୍ତ୍ରଣାକୁ ସହ୍ୟ କରିନପାରି ଚାରି କିଲୋମିଟର ଚାଲିଲେ ଗର୍ଭବତୀ । ଜନନୀ ଯନ୍ତ୍ରଣାର ଛାତି ଥରା ଦୃଶ୍ୟ । ଜନନୀ ସୁରକ୍ଷା ପାଇଁ ସରକାର ବହୁ ଯୋଜନା କରିଥିବା ବେଳେ ଜଣେ ଗର୍ଭବତୀଙ୍କୁ ୪ କିଲୋମିଟର ଚାଲି ଆମ୍ବୁଲାନ୍ସ ପାଖକୁ ଯିବାକୁ ପଡ଼ିଛି।

ଏଭଳି ଘଟଣା ଦେଖିବାକୁ ମିଳିଛି, କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ବଣ ମହୁଲଡିହ ଗ୍ରାମରେ । ଆଜି ବି ଅପହଞ୍ଚ ଇଲାକା ହୋଇ ରହିଛି ଏହି ଗାଁ । ଗ୍ରାମକୁ ପକ୍କା ରାସ୍ତାଟିଏ ନାହିଁ । ସୁରେନ୍ଦ୍ର ମାଝୀଙ୍କ ପତ୍ନୀ ପାର୍ବତୀ ମାଝୀଙ୍କୁ ଏଭଳି ଯନ୍ତ୍ରଣା ସହିବାକୁ ପଡ଼ିଛି । ତେବେ ପାର୍ବତୀଙ୍କୁ ପ୍ରଥମେ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ପରେ ପାର୍ବତୀଙ୍କ ଅବସ୍ଥା ଅତି ଗୁରୁତର ହେବାରୁ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା