Masthead

ଛତିଶଗଡ଼ରେ ଏନ୍‌କାଉଣ୍ଟର, ୪ ମାଓବାଦୀ ମୃତ

ମାଲକାନଗିରି (ବଡ଼ ଖବର ବ୍ୟୁରୋ):  ଛତିଶଗଡ଼ରେ ଏନ୍‌କାଉଣ୍ଟର ୪ ମାଓବାଦୀ ମୃତ । ଛତିଶଗଡ଼ ବିଜାପୁର ଟୁଙ୍ଗାଲି ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର । ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେସନ ବେଳେ ଗୁଳି ବିନିମୟ । ଗତ ୪ ଦିନରେ ବିଜାପୁରରେ ୮ ମାଓବାଦୀଙ୍କୁ ଏନ୍‌କାଉଣ୍ଟର । ମାଓବାଦୀ ଲୁଚିଥିବା ସନ୍ଦେହରେ ସର୍ଚ୍ଚ ଅପରେସନ ଜାରି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ