Masthead

ଗୋଟିଏ ପରିବାରର ୪ ଜଣଙ୍କୁ ବିଭତ୍ସ ହତ୍ୟା

ବରଗଡ଼ (ବଡ଼ ଖବର ବ୍ୟୁରୋ):   ବରଗଡ଼ ଜିଲ୍ଲା ଭଟଲି ଥାନା ଝିକିଝକି ଗାଁରେ ଅଭାବନୀୟ ଘଟଣା । ଗୋଟିଏ ପରିବାରର ୪ ଜଣଙ୍କୁ ବିଭତ୍ସ ହତ୍ୟା । ଜମିଜମା ବିବାଦକୁ ନେଇ ହତ୍ୟା ଅଭିଯୋଗ । ଜଣକୁ ଅଟକ ରଖିଛି ପୋଲିସ । ହତ୍ୟାକାରୀ ହେଲେ କକା । ଶାବଳରେ ଆକ୍ରମଣ କରିଥିଲା କକା । ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ଉଦ୍ଧାର ହେଲା ଶବ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ