Masthead

୪ ବିଧାୟକଙ୍କୁ ଜବାବ ତଲବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡିରୁ ଇସ୍ତଫା ଦେଇଥିବା ୪ ବିଧାୟକଙ୍କୁ ଜବାବ ତଲବ । ସରକାରୀ ଦଳ ମୁଖ୍ୟ ସଚେତକଙ୍କ ଆବେଦନ ଆଧାରରେ ନୋଟିସ । ବାଚସ୍ପତିଙ୍କ ନିର୍ଦ୍ଦେଶରେ ନୋଟିସ କଲେ ବିଧାନସଭା ସଚିବ । ସମୀର ଦାଶ, ସୀମାରାଣୀ ନାୟକ, ରମେଶ ସାଏ, ପର୍ଶୁରାମ ଧଡ଼ାଙ୍କୁ ନୋଟିସ । ୨୭ ତାରିଖ ସୁଦ୍ଧା ଉତ୍ତର ଦେବାକୁ ନୋଟିସ ଜାରି ହେଲା । କାହିଁକି ବିଧାୟକ ପଦ ରଦ୍ଦ ନହେବ ପକ୍ଷ ରଖିବାକୁ ନୋଟିସ ଜାରି କଲେ ବିଧାନସଭା ସଚିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି