Masthead

୪ ବିଧାୟକଙ୍କୁ ଜବାବ ତଲବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡିରୁ ଇସ୍ତଫା ଦେଇଥିବା ୪ ବିଧାୟକଙ୍କୁ ଜବାବ ତଲବ । ସରକାରୀ ଦଳ ମୁଖ୍ୟ ସଚେତକଙ୍କ ଆବେଦନ ଆଧାରରେ ନୋଟିସ । ବାଚସ୍ପତିଙ୍କ ନିର୍ଦ୍ଦେଶରେ ନୋଟିସ କଲେ ବିଧାନସଭା ସଚିବ । ସମୀର ଦାଶ, ସୀମାରାଣୀ ନାୟକ, ରମେଶ ସାଏ, ପର୍ଶୁରାମ ଧଡ଼ାଙ୍କୁ ନୋଟିସ । ୨୭ ତାରିଖ ସୁଦ୍ଧା ଉତ୍ତର ଦେବାକୁ ନୋଟିସ ଜାରି ହେଲା । କାହିଁକି ବିଧାୟକ ପଦ ରଦ୍ଦ ନହେବ ପକ୍ଷ ରଖିବାକୁ ନୋଟିସ ଜାରି କଲେ ବିଧାନସଭା ସଚିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’