Masthead

ଓଡ଼ିଶା ହାଇକୋର୍ଟରେ ୪ ନୂଆ ବିଚାରପତି

କଟକ(ବଡ଼ ଖବର ବ୍ୟୁରୋ):  ଓଡ଼ଶା ହାଇକୋର୍ଟ ପାଇଁ ୪ ଜଣ ନୂଆ ବିଚାରପତି ନିଯୁକ୍ତି ହୋଇଛନ୍ତି । ତେବେ ଦୁଇ ଜଣ ଆଡଭୋକେଟ ଓ ଦୁଇ ଜଣ ଜୁଡିସିଆଲ ଅଫିସରଙ୍କୁ ନିଯୁକ୍ତି ମିଳିବା ନେଇ ସୂଚନା ମିଳିଛି । ଆଦିତ୍ୟ କୁମାର ମହାପାତ୍ର, ମୃଗାଙ୍କ ଶେଖର ସାହୁ, ରାଧାକୃଷ୍ଣ ପଟ୍ଟନାୟକ ଓ ଶଶିକାନ୍ତ ମିଶ୍ରଙ୍କୁ ବିଚାରପତି ଭାବେ ନିଯୁକ୍ତି ମିଳିଛି ।

ସୂଚନା ଅନୁଯାୟୀ ଆଦିତ୍ୟ କୁମାର ମହାପାତ୍ର ଓ ମୃଗାଙ୍କ ଶେଖର ସାହୁଙ୍କୁ ଆଡଭୋକେଟରୁ ବିଚାରପତି ଭାବେ ନିଯୁକ୍ତି ମିଳିଥିବା ବେଳେ ରାଧାକୃଷ୍ଣ ପଟ୍ଟନାୟକ ଓ ଶଶିକାନ୍ତ ମିଶ୍ର ଜୁଡିସିଆଲ ଅଫିସରରୁ ଏହି ପଦକୁ ଉନ୍ନିତ ହୋଇଛନ୍ତି । ଏ ନେଇ ଗତକାଲି ସୁପ୍ରିମକୋର୍ଟ କଲେଜିୟମର ଏକ ବୈଠକ ବସିଥିଲା । ବୈଠକରେ ଏହି ୪ ଜଣଙ୍କୁ ଓଡ଼ିଶା ହାଇକୋର୍ଟରେ ବିଚାରପତି ଭାବେ ନିଯୁକ୍ତି ଦେବାକୁ ମଞ୍ଜୁରୀ ମିଳିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା