Masthead

ସ୍ୱାଧୀନତା ଦିବସ ପାଳନବେଳେ ଗୋଷ୍ଠୀ କନ୍ଦଳ, ୪ ଆହତ

ସୋର (ବଡ଼ ଖବର ବ୍ୟୁରୋ):  ସ୍ୱାଧୀନତା ଦିବସ ପାଳନ ବେଳେ ଉଭୟ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ । ଘଟଣାସ୍ଥଳରେ ପହଁଚିଲେ ଆଇଜି ଓ ଏସପି । ସୋର ରାଧାନାଥ ପଡିଆରେ ୭୭ତମ ସ୍ୱାଧୀନତା ଦିବସ ପାଳିତ ହେଉଥିବା ବେଳେ, ସାଂସ୍କୃତିକ କାର୍ଯ୍ୟକ୍ରମରେ ଛୋଟ ଛୋଟ ପିଲା ଭାଗ ନେଇଥିଲେ । ଏହାକୁ ଦେଖିବା ପାଇଁ ୨ ଗୋଷ୍ଠୀ ମଧ୍ୟରେ ଠେଲାପେଲା ହୋଇଥିଲା ।

ପରେ ଏହା ତୀବ୍ର ରୂପ ନେଇଥିଲା । ୪ଜଣ ଆହତ ହୋଇ ସୋରୋ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ଏସପି ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି । ଥାନାରେ ଉଭୟ ପକ୍ଷରୁ ମାମଲା ଦିଆଯାଇଥିବା ବେଳେ ଜଣଙ୍କୁ ଅଟକ ରଖିଛି ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ