Masthead

ଫେରିଲେ ଟନେଲରୁ ଉଦ୍ଧାର ୪ ଶ୍ରମିକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶା ଫେରିଲେ ୪ ଶ୍ରମିକ । ଫେରିଲେ ଟନେଲରୁ ଉଦ୍ଧାର ଶ୍ରମିକ । ମନ୍ତ୍ରୀ ସାରଦା ପ୍ରସାଦ ନାୟକଙ୍କ ସହିତ ଶ୍ରମିକମାନେ ଓଡ଼ିଶା ପହଂଚିଛନ୍ତି । ଉତ୍ତରକାଶୀ ଟନେଲରେ ଫସିଥିଲେ ଓଡ଼ିଶାର ୫ ଶ୍ରମିକ । ସେମାନଙ୍କ ମଧ୍ୟରୁ ୪ ଶ୍ରମିକ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଲେ । ତପନ ମଣ୍ଡଳ ନାମକ ଶ୍ରମିକ ନିଜ ଭାଇଙ୍କ ସହ ପରେ ଆସି ପହଞ୍ଚିବା ନେଇ ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର