Masthead

‘୪୦ ଜଣଙ୍କ ବିଦ୍ୟୁତ ଆଘାତରେ ହୋଇଛି ମୃତ୍ୟୁ’

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ): ବାହାନଗା ଟ୍ରେନ ଟ୍ରାଜେଡି । ଆସିଲା ସାଙ୍ଘାତିକ ତଥ୍ୟ । ୪୦ ଜଣ ଯାତ୍ରୀଙ୍କ ବିଦ୍ୟୁତ ଆଘାତରେ ମୃତ୍ୟୁ’ ହୋଇଥିବା ସୂଚନା ମିଳିଛି । ଦୁର୍ଘଟଣାରେ ୨୭୫ ଜଣ ମୃତ୍ୟୁ ହୋଇଛି । ଅନେକ ଯାତ୍ରୀ ଏବେ ବି ଆହତ ଅଛନ୍ତି । ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୪୦ ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ୪୦ ଜଣଙ୍କ ଶରୀରରେ କୌଣସି କ୍ଷତ ଚିହ୍ନ ନଥିଲା । ଏଲଟି ଲାଇନରେ ଲାଗି ସେମାନଙ୍କର ମୃତ୍ୟୁ ହୋଇଛି । ରେଳଧାରଣା ଉପରେ ଥିବା ଏଲଟି ଲାଇନ ଯାତ୍ରୀଙ୍କ ପାଇଁ କାଳ ପାଲଟିଥିଲା । କାରଣ ଟ୍ରେନ ଦୁର୍ଘଟଣାରେ ଆହତ ହୋଇଥିବା ଯାତ୍ରୀଙ୍କ ଶରୀରରେ ଆଘାତ ଥିଲା ।ରେଳବାଇ ପକ୍ଷରୁ ଦାୟର କରାଯାଇଥିବା ଏଫଆଇଆରରେ ଏନେଇ ଉଲ୍ଲେଖ ଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମୋଜତାବା ଖାମେନି ଇରାନର ସର୍ବୋଚ୍ଚ ନେତା 🔴 ଇରାନ-ଆମେରିକା ମହାଯୁଦ୍ଧ, ମୃତ୍ୟୁ ସଂଖ୍ୟା ୧୦୦୦ ଅତିକ୍ରମ 🔴 ଦିଲ୍ଲୀପ ହେଲେ ପ୍ରାର୍ଥୀ, ନବୀନଙ୍କୁ ପଡିବ ମହଙ୍ଗା 🔴 ଆଜି ରଙ୍ଗର ପର୍ବ ହୋଲି 🔴 ଯୁଦ୍ଧରେ ଆୟାତୁଲ୍ଲା ଖାମେନେଇଙ୍କ ପତ୍ନୀଙ୍କ ମୃତ୍ୟୁ 🔴 ଆଜି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ 🔴 ରାଜ୍ୟସଭା ନିର୍ବାଚନ, ମୁଖ୍ୟମନ୍ତ୍ରୀ ଡାକିଲେ ବଡ଼ ବୈଠକ 🔴 ଆମେରିକା ଯୁଦ୍ଧ ବିମାନ ଖସାଇଲା ଇରାନ୍! 🔴 ଅଶୋଧିତ ତୈଳ ଦର ବୃଦ୍ଧି 🔴 ‘ଅସ୍ତ୍ର ଛାଡ ନଚେତ୍‌ ମୃତ୍ୟୁ ନିଶ୍ଚିତ’ 🔴 ମୋଜତାବା ଖାମେନି ଇରାନର ସର୍ବୋଚ୍ଚ ନେତା 🔴 ଇରାନ-ଆମେରିକା ମହାଯୁଦ୍ଧ, ମୃତ୍ୟୁ ସଂଖ୍ୟା ୧୦୦୦ ଅତିକ୍ରମ 🔴 ଦିଲ୍ଲୀପ ହେଲେ ପ୍ରାର୍ଥୀ, ନବୀନଙ୍କୁ ପଡିବ ମହଙ୍ଗା 🔴 ଆଜି ରଙ୍ଗର ପର୍ବ ହୋଲି 🔴 ଯୁଦ୍ଧରେ ଆୟାତୁଲ୍ଲା ଖାମେନେଇଙ୍କ ପତ୍ନୀଙ୍କ ମୃତ୍ୟୁ 🔴 ଆଜି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ 🔴 ରାଜ୍ୟସଭା ନିର୍ବାଚନ, ମୁଖ୍ୟମନ୍ତ୍ରୀ ଡାକିଲେ ବଡ଼ ବୈଠକ 🔴 ଆମେରିକା ଯୁଦ୍ଧ ବିମାନ ଖସାଇଲା ଇରାନ୍! 🔴 ଅଶୋଧିତ ତୈଳ ଦର ବୃଦ୍ଧି 🔴 ‘ଅସ୍ତ୍ର ଛାଡ ନଚେତ୍‌ ମୃତ୍ୟୁ ନିଶ୍ଚିତ’