Masthead

ସୁୁନ୍ଦରଗଡରେ ୪୦୦ ପାର ହେଲା ସ୍କ୍ରବ ଟାଇଫସ ଆକ୍ରାନ୍ତ

ସୁନ୍ଦରଗଡ(ବଡ଼ ଖବର ବ୍ୟୁରୋ): ସ୍କ୍ରବ ଟାଇଫସର ଆକ୍ରାନ୍ତ ସଂଖ୍ୟାରେ ଲାଗୁନି ବ୍ରେକ । ୨୪ ଘଣ୍ଟାରେ ପୁଣି ୨ ଜଣ ସ୍କ୍ରବ ଟାଇଫସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡରେ ଆକ୍ରାନ୍ତଙ୍କ ସଂଖ୍ୟା ୪୧୬ରେ ପହଞ୍ଚିଲାଣି । ଯାହାକି ମୁଣ୍ଡ ବିନ୍ଧାର କାଣ ହୋଇଛି । ରାଜ୍ୟର ଅନେକ ଜିଲ୍ଲାରେ ମଧ୍ୟ ଏହି ସଂକ୍ରମଣ ବ୍ୟାପିବା ଦେଖାଦେଇଛି । ସେହିପରି ଦକ୍ଷିଣ ଓଡିଶାର କୋରାପୁଟ ଜିଲ୍ଳାରେ ମଧ୍ୟ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଏହି ରୋଗ ହେଲେ ଜ୍ୱର ଲାଗି ରହିଥାଏ । ଝାଡା ଓ କାଶ ମଧ୍ୟ ହୋଇଥାଏ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା