Masthead

୪୦୦ ଶହ ଟଙ୍କାରେ କରୋନା ଟେଷ୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଏଣିକି ୪ଶହ ଟଙ୍କାରେ କରିପାରିବେ କରୋନା ଟେଷ୍ଟ । ଏହି ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଛି । ପୂର୍ବରୁ ମାର୍ଚ୍ଚ ମାସରେ ରାଜ୍ୟରେ ୪ହଜାର ୫ଶହରୁ ୫ହଜାର ଯଙ୍କା ନିଆଯାଉଥିଲା । ପରବର୍ତି ମୁହୁର୍ତରେ ଜୁଲାଇରେ ୨୨ଟଙ୍କାରେ ଟେଷ୍ଟ କରାଯାଉଥିଲା । ଆଉ ଏବେ ମାତ୍ର ୪ଶହ ଟଙ୍କାରେ କରୋନା ଟେଷ୍ଟ କରିପାରିବେ । ଯଦି କୌଣସି ସରକାରୀ କୀ ବେସରକାରି ସଂସ୍ଥା ଏଥିପାଇଁ ଅଧିକ ଟଙ୍କା ନିଅନ୍ତି ତାହେଲେ ତାଙ୍କ ବିରୋଧରେ ଦଣ୍ଡ ବିଧାନ କରାଯିବ ବୋଲି କହିଛନ୍ତି ରାଜ୍ୟ ସରକାର । ଏହାସହ କରୋନା ଆକ୍ରାନ୍ତଙ୍କ ଘର ଆଗରେ ଆଉ ଲାଗିବନି ପୋଷ୍ଟର ।ଏଥିପାଇଁ ଜିଲ୍ଲାପାଳ ଓ ପୌର କମିଶନରଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼