Masthead

ପଞ୍ଜଶୀର ସଂଘର୍ଷରେ ମଲେଣି ୬୦୦ ତାଲିବାନୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଫଗାନିସ୍ତାନକୁ ଦଖଲ କରିବା ପରେ ତାଲିବାନର ନଜର ଏବେ ପଞ୍ଜଶୀର ଉପରେ । ପଞ୍ଜଶୀରକୁ ଦଖଲ କରିବା ପାଇଁ ଆପ୍ରାଣ ଉଦ୍ୟମ କରୁଛି ତାଲିବାନ । ହେଲେ ୬୦୦ରୁ ଅଧିକ ତାଲିବାନୀ ଏହି ଯୁଦ୍ଧରେ ପ୍ରାଣ ହରାଇଥିବାର କଥା ସାମ୍ନାକୁ ଆସିଛି । ଏହା ସହ ଏକ ହଜାରରୁ ଅଧିକ ଲୋକ ମଧ୍ୟ ଆତ୍ମସମର୍ପଣ କରିଛନ୍ତି । ଏନେଇ ରେଜିଷ୍ଟାନ୍ସ ଫ୍ରଣ୍ଟ ମୁଖପାତ୍ର ଫହିମ ଦାଶ ଟ୍ୱିଟ କରି ସୂଚନା ଦେଇଛନ୍ତି ।

ଗୋଟିଏ ପଟେ ଆଫଗାନିସ୍ତାନ ରେଜିଷ୍ଟାନ୍ସ ଫ୍ରଣ୍ଟ ୬୦୦ରୁ ଅଧିକ ତାଲିବାନୀଙ୍କୁ ହତ୍ୟା କରିଥିବା ଦାବି କରୁଥିବାବେଳେ, ଅନ୍ୟପଟେ ତାଲିବାନ ପଞ୍ଜଶୀର ପ୍ରଦେଶର ସାତୋଟି ଜିଲ୍ଲା ମଧ୍ୟରୁ ଚାରିଟିକୁ କବଜା କରିଥିବାର ଦାବି କରିଛି । ଅପରପକ୍ଷେ ରାସ୍ତାରେ ଲ୍ୟାଣ୍ଡମାଇନ ଯୋଗୁଁ ଯୁଦ୍ଧ ମନ୍ଥର ହୋଇଛି ବୋଲି ତାଲିବାନର ଜଣେ ନେତା କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ