Masthead

୪ ହଜାର ଡେଇଁଲା ଦୈନିକ ସଂକ୍ରମଣ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ୪ହଜାର ପାର କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ଘଣ୍ଟାରେ ୪୪୪୫ ନୂଆ ଆକ୍ରାନ୍ତ ଚିହ୍ନଟ । କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୨୫୭୪ହୋଇଥିବାବେଳେ ଲୋକାଲ କେସ୍ ୧୮୭୧ ରହିଛି । ଆଜି ସୁନ୍ଦରଗଡରୁ ସର୍ବାଧିକ ୭୨୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦ୍ୱିତୀୟରେ ରହିଛି ଖୋର୍ଦ୍ଧା ଜିଲ୍ଲା ।

ଖୋର୍ଦ୍ଧା ୫୮୭ ନୂଆ ଆକ୍ରାନ୍ତ ଚିହ୍ନଟ । ନୂଆପଡା ୪୩୭, ବରଗଡ଼ ୧୭୮, ସମ୍ବଲପୁର ୨୪୧, କଟକ ୨୫୧, ପୁରୀ ୨୧୯, କେନ୍ଦୁଝର ୭୫, ଝାରସୁଗୁଡା ୨୩୧, ଷ୍ଟେଟ ପୁଲ ୧୨୫, ନବରଙ୍ଗପୁର ୧୨୭, ବଲାଙ୍ଗିର ୧୬୮, ଯାଜପୁର ୫୮, ମୟୁରଭଞ୍ଜ ୧୦୦, ଗଜପତି ୧୦, କଳାହାଣ୍ଡିରୁ ୨୭୩ , ଭଦ୍ରକ ୪୩, ଅନୁଗୁଳ ୮୭, ଗଞ୍ଜାମ ୬୨, ରାୟଗଡାରୁ ୫୩, ବାଲେଶ୍ୱର ୧୨୩, ନୟାଗଡରୁ ୫୦, ଦେଓଗଡରୁ ୩୫, ଜଗତସିଂହପୁର ୩୩, କୋରାପୁଟରୁ ୨୧, କେନ୍ଦ୍ରାପଡା ୩୫, କନ୍ଧମାଳ ୨୯, ବୌଦ୍ଧ ୨୧, ମାଲକାନାଗିରି୯, ସୋନପୁର ୨୨, ଢେଙ୍କାନାଳ ୨୦ ରହିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ଲକ୍ଷ ୬୪ ହଜାର ୫୯୪ରେ ପହଞ୍ଚିଚିଥିବାବେଳେ ସୁସ୍ଥ ହୋଇଛନ୍ତି ୩ଲକ୍ଷ ୪୩ହଜାର ୫୨୨ଜଣ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ