Masthead

ବିଟ୍ରେନରେ ଓଡ଼ିଆ ଝିଅଙ୍କ ଜଲୱା, ଶାଢୀ ପିନ୍ଧି ଦୌଡ଼ିଲେ ୪୨ କିଲୋମିଟର

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ): ବିଟ୍ରେନରେ ଓଡ଼ିଆ ଝିଅ ମଧୁସ୍ମିତା ଜେନାଙ୍କ ଜଲୱା । ଶାଢୀ ପିନ୍ଧି ଦୌଡ଼ିଲେ ୪୨ କିଲୋମିଟର । ମାଞ୍ଚେଷ୍ଟରରେ ଦେଖାଇଛନ୍ତି ଏହି କୃତି । ଯାହାକୁ ନେଇ ସେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି । ସମ୍ବଲପୁରୀ ଶାଢ଼ୀ ପିନ୍ଧି ୪ ଘଣ୍ଟା ୫୦ ମିନଟ ମଧ୍ୟରେ ଦୌଡ଼ି ଦୌଡ଼ି ଏହି ସଫଳତା ହାସଲ କରିଛନ୍ତି ମଧୁସ୍ମିତା । ମଧୁସ୍ମିତା ମାଞ୍ଚେଷ୍ଟରରେ ଜଣେ ଶିକ୍ଷୟିତ୍ରୀ ଅଛନ୍ତି । ସେ ପୂର୍ବରୁ ବିଶ୍ୱର ଅନ୍ୟାନ୍ୟ ଦେଶରେ ବି ମାରାଥନରେ ଭାଗ ନେଇଛନ୍ତି । ଗତବର୍ଷ ଓଏସୟୁକେ କନଭେନସନରେ ସ୍ପୋର୍ଟସ୍ ଏକ୍ସିଲେନ୍ସି ହାସଲ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ