Masthead

୪୨ହଜାର ୯୦୯ଜଣ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି । ଗତ ୨୪ଘଣ୍ଟା ମଧ୍ୟରେ  ୪୨୯୦୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୦୦ ଟପିଛି। ୨୪ ଘଣ୍ଟା ମଧ୍ୟରେ ୩୮୦ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୨୭ ଲକ୍ଷ ୩୭ ହଜାର ୯୩୯ରେ ପହଞ୍ଚିଛି। ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୩୮ ହଜାର ୨୧୦ରେ ପହଞ୍ଚିଛି। ଏବେ ଦେଶରେ ୩୭୬୩୨୪ ସକ୍ରିୟ ମାମଲା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ