Masthead

ଦିନକରେ ୪୪୩୫ ପଜିଟିଭ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପୁଣି ଚିନ୍ତା ବଢାଇଲାଣି କରୋନା । ବଢିବାରେ ଲାଗିଛି ସଂକ୍ରମିତଙ୍କ ସଂଖ୍ୟା । ୪ ହଜାର ଟପିଛି ଦୈନିକ ସଂକ୍ରମିତଙ୍କ ସଂଖ୍ୟା । ଗୋଟିଏ ଦିନରେ ୪୪୩୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । କରୋନାର ଏବେ ସୁଦ୍ଧା ୨୩ ଜହାର ୯୧ ଜଣ ଚିକିସôାଧିନ ଅଛନ୍ତି । ସେପଟେ ରାଜ୍ୟରେ ଦିନକରେ ୬୮ ଜଣ ଚିହ୍ନଟ ହୋଇଛନ୍ତି । ମୋଟ ସକ୍ରିୟଙ୍କ ସଂଖ୍ୟା ୨୯୨ କୁ ବୃଦ୍ଧି ପାଇଥିବା ବେଳେ ୨୪ ଘଣ୍ଟାରେ ୨୧ ଜଣ ସୁସ୍ଥ ହୋଇଥିବା ସୂଚନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ