Masthead

ଦିନକରେ ୪୪୩୫ ପଜିଟିଭ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପୁଣି ଚିନ୍ତା ବଢାଇଲାଣି କରୋନା । ବଢିବାରେ ଲାଗିଛି ସଂକ୍ରମିତଙ୍କ ସଂଖ୍ୟା । ୪ ହଜାର ଟପିଛି ଦୈନିକ ସଂକ୍ରମିତଙ୍କ ସଂଖ୍ୟା । ଗୋଟିଏ ଦିନରେ ୪୪୩୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । କରୋନାର ଏବେ ସୁଦ୍ଧା ୨୩ ଜହାର ୯୧ ଜଣ ଚିକିସôାଧିନ ଅଛନ୍ତି । ସେପଟେ ରାଜ୍ୟରେ ଦିନକରେ ୬୮ ଜଣ ଚିହ୍ନଟ ହୋଇଛନ୍ତି । ମୋଟ ସକ୍ରିୟଙ୍କ ସଂଖ୍ୟା ୨୯୨ କୁ ବୃଦ୍ଧି ପାଇଥିବା ବେଳେ ୨୪ ଘଣ୍ଟାରେ ୨୧ ଜଣ ସୁସ୍ଥ ହୋଇଥିବା ସୂଚନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ