Masthead

ହିନ୍ଦୁ ବିରୋଧୀ ହିଂସା ପାଇଁ ୪୫୦ ଗିରଫ

ଢାକା(ବଡ଼ ଖବର):ହିନ୍ଦୁ ବିରୋଧୀ ହିଂସା ପାଇଁ ୪୫୦ ଗିରଫ। ବାଂଲାଦେଶରେ ହିନ୍ଦୁ ବିରୋଧୀ ହିଂସା ବଢିବାରେ ଲାଗିଛି। ଅକ୍ଟୋବର ୧୩ ଓ ୧୪ରେ ୧୨ଟି ପୂଜା ମଣ୍ଡପ ସମେତ ହିନ୍ଦୁମାନଙ୍କର ଶତାଧିକ ଘର ଭାଙ୍ଗି ଦିଆଯାଇଥିଲା। ତେବେ ଏହାର ପ୍ରତିବାଦରେ ତୀବ୍ର ଉତ୍ତେଜନା ଲାଗି ରହିଛି। ଏନେଇ ଭାରତ ଓ ଜାତିସଂଘ ଉଦ୍‌ବେଗ ପ୍ରକାଶ କରିବା ପରେ ତତ୍ପରତା ଦେଖାଇଛନ୍ତି ବାଂଲାଦେଶ ସରକାର। ଆକ୍ରମଣକାରୀଙ୍କ ବିରୋଧରେ କଠୋର ପଦକ୍ଷେପ ଗ୍ରହଣ କରିଛନ୍ତି ।

ହିନ୍ଦୁ ବିରୋଧୀ ହିଂସା ନେଇ ୭୧ଟି ମାମଲା ରୁଜୁ ହୋଇଛି। ଏଥିରେ ପ୍ରାୟ ୩ ହଜାର ଲୋକଙ୍କୁ ଅଭିଯୁକ୍ତ ଭାବେ ଦର୍ଶାଯାଇଥିବା ବେଳେ ଆଜି ସୁଦ୍ଧା ୪୫୦ ଜଣଙ୍କୁ ଗିରଫ କରାଯାଇଛି । ଦଙ୍ଗାକାରୀଙ୍କ ବିରୋଧରେ ଉଚିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ସହ ସଂଖ୍ୟାଲଘୁଙ୍କୁ ବାଂଲାଦେଶ ସରକାର ପର୍ଯ୍ୟାପ୍ତ ସୁରକ୍ଷା ଦେବାକୁ କହିଛନ୍ତି ବାଂଲାଦେଶ ପୁଲିସ ମୁଖ୍ୟ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା